Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅନାସ୍ଥାରେ ହାରିଲେ ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌରାଧ୍ୟକ୍ଷାଙ୍କ ବିରୋଧରେ ଦିଆଗଲା ଅନାସ୍ଥା ଭୋଟ୍ । ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା।ପୌରାଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିରୋଧରେ ୨୦ କାଉନ୍‌ସିଲର ଯଥା ବିଜେଡିର ୧୮, କଂଗ୍ରେସ ଓ ବିଜେପିର ଜଣେ ଲେଖାଏଁ କାଉନସିଲରଙ୍କ ଭୋଟ ଦେଇଥିବା ବେଳେ ହାରିଲେ ସଂଯୁକ୍ତା । ପୌରାଧ୍ୟକ୍ଷାଙ୍କ ହାରିବା ପରେ ସମସ୍ତ କାଉନସିଲର ଏକତାର ବିଜୟ ବୋଲି କହିଛନ୍ତି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ।

ସୂଚନା ମୁତାବକ; କିଛି ଦିନ ତଳେ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ମନମୁଖୀ କାର୍ଯ୍ୟରେ ଅତିଷ୍ଠ ହୋଇ କାଉନସିଲର ଏକଜୁଟ ହୋଇ ପୌରପାଳିକା ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିଛନ୍ତି । ଉପ-ନଗରପାଳଙ୍କ ଅଧ୍ୟକ୍ଷତାରେ ଅଧ୍ୟକ୍ଷା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରି ଜିଲ୍ଲାପାଳଙ୍କ ଭେଟି ଦାବିପତ୍ର ଦେଇଛନ୍ତି କାଉନସିଲରମାନେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top