Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅଭିନେତା ଏଜାଜ ଖାନ୍ ଗିରଫ

ମୁମ୍ବାଇ: ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଛନ୍ତି ଆଉ ଜଣେ ଅଭିନେତା। ଦୀର୍ଘ ସମୟ ଧରି ପଚରାଉଚରା ପରେ ଏନ୍‌ସିବି ଅଭିସନେତା ଏଜାଜ ଖାନ୍‌ଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଗିରଫ କରିଛି। ଏଥିସହ ତାଙ୍କ ଘରୁ କିଛି ନିଶାଜାତ ଔଷଓ ମଧ୍ୟ ଜବତ କରିଛି ଏନ୍‌ସିବି। ଏହି ମାମଲାରେ ଡ୍ରଗ୍ ପ୍ୟାଡଲର୍ ଶାଦାବ ବଟାଟାଙ୍କ ଗିରଫଦାରୀ ପରେ ଏଜାଜଙ୍କ ନାଁ ସାମ୍ନାକୁ ଆସିଥିଲା। ମଙ୍ଗଳବାର ରାଜସ୍ଥାନରୁ ମୁମ୍ବାଇ ଫେରିବା ପରେ ଏଜାଜଙ୍କୁ ଏୟାରପୋର୍ଟରୁ ଅଟକ ରଖିଥିଲା ଏନସିବି।

ଘଟଣାରୁ ଜଣାପଡିଛି ଯେ, ଏଜାଜ ଖାନ ଡ୍ରଗ୍ସ କିଙ୍ଗ ରୂପେ ଜଣାଶୁଣା ଫାରୁଖ ବଟାଟା ଏବଂ ତାର ପୁଅ ଶାଦାବ ବଟାଟା ସହ କାମ କରୁଥିଲେ । ଏପରିକି ଦୀର୍ଘଦିନ ଧରି ଏମାନଙ୍କ ସହ ଡ୍ରଗ୍ସ ବ୍ୟବସାୟ ବି ଚଳାଉଥିଲେ । ଏହି ମାମଲାରେ ଏଜାଜକୁ ଏନ୍‌ସିବି ଦୀର୍ଘ ସମୟ ଧରି ପଚରାଉଚରା କରିବା ପରେ ବିଳମ୍ୱିତ ରାତିରେ ଗିରଫ କରିଛି। ଏନସିବି ଏଜାଜଙ୍କୁ ଗିରଫ କରିବା ପରେ ଅନ୍ଧେରୀ ଓ ଲୋଖଣ୍ଡୱାଲାର କିଛି ସ୍ଥାନରେ ଚଢ଼ାଉ କରିଛି । ତେବେ ଚଢ଼ାଉ ସମୟରେ ଡ୍ରଗ ମିଳିଛି କି ନାହିଁ ତାହା ଏଯାବତ୍ ସ୍ପଷ୍ଟ ହୋଇନି । ଏହା ପୂର୍ବରୁ ଏନ୍‌ସିବି ଡ୍ରଗ ମାଫିଆ ଫାରୁଖ ବଟାଟାକୁ ପାଖାପାଖି ୮ ଘଣ୍ଟା ଧରି ପଚରାଉଚରା କରିଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top