୨୦୨୪- ୨୫ ଶିକ୍ଷାବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜିଠାରୁ ଅନ୍ଲାଇନ୍ରେ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ମାଟ୍ରିକ୍ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀମାନଙ୍କର ଅନ୍ଲାଇନ୍ରେ ଫର୍ମ ପୂରଣ ବିଦ୍ୟାଳୟ କର୍ତ୍ତୃପକ୍ଷ କରିବେ ।


