Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ଆସିବ କେନ୍ଦ୍ର ବଜେଟ୍‌ 

ଆଜି ୧୧ଟାରେ ଆସିବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ । ଏହା ହେବ ନରେନ୍ଦ୍ର ମୋଦୀ ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍‌ । ବଜେଟ୍‌ ପ୍ରସ୍ତାବକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି । ତାକୁ ନେଇ ଅନେକଙ୍କ ମନରେ ବିଭିନ୍ନ ପ୍ରକାର ଆଶା ରହିଛି । ସାଧାରଣ ଲୋକଙ୍କ ଆଶା ଜୀବନ ଧାରଣର ମାନରେ ପରିବର୍ତ୍ତନ ଆଣୁ ବଜେଟ ବୋଲି ଚର୍ଚ୍ଚା ହେଉଛି ।ବେତନ ପ୍ରାପ୍ତ ଶ୍ରେଣୀ ଠାରୁ ଆରମ୍ଭ କରି ବରିଷ୍ଠ ନାଗରିକ, ବ୍ୟବସାୟ ଶ୍ରେଣୀ, ଛାତ୍ର ଇତ୍ୟାଦି ସମସ୍ତେ ବଜେଟ୍ ଉପରେ ଅଧିକ ଆଶା କରନ୍ତି । ତୃତୀୟ କାର୍ଯ୍ୟକାଳରେ ମୋଦି ସରକାରଙ୍କ ସମ୍ପୂର୍ଣ୍ଣ ଫୋକସ କୃଷି, ବେସରକାରୀ କ୍ଷେତ୍ର ଉପରେ ରହିବ କୁହାଯାଇଛି

Click to comment

Leave a Reply

Your email address will not be published. Required fields are marked *

Most Popular

To Top