Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଆଜି ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ। ଛତ୍ରପୁର ଉପ ଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ଏହି ଆସନ ପାଇଁ ମତଦାନ ହେବାକୁ ଥିବାବେଳେ ଷଷ୍ଠଥର ପାଇଁ ନବୀନ ଏଠାରୁ ନିର୍ବାଚନ ଲଢ଼ୁଛନ୍ତି।ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିବେ। ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବେ। ସେଠାରୁ କାରରେ ମା’ତାରା ତାରିଣୀଙ୍କ ପୀଠକୁ ଯିବେ। ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା୩୫ ମିନିଟ୍ ରେ ଛତ୍ରପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ ।ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top