Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆଜି ପବିତ୍ର ଜନ୍ମାଷ୍ଟମୀ

ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ । ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀ ଠାରୁ ଆରମ୍ଭ କରି ଜଗନ୍ନାଥ ଧାମ ପୁରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହ ଓ ଭକ୍ତିମୟ ପରିବେଶ। କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବିଷ୍ଣୁଙ୍କ ଅଷ୍ଟମ ଅବତାର ଭାବେ ଶ୍ରୀକୃଷ୍ଣ ଜନ୍ମ ହୋଇଥିଲେ । ଦେବକୀ ଓ ବସୁଦେବଙ୍କ ପୁଅ ଭାବେ କଂଶର ବନ୍ଦୀଶାଳରେ ଜନ୍ମ ହୋଇଥିଲେ ଶ୍ରୀକୃଷ୍ଣ । ପରେ କଂସର ଭୟରେ ବାପା ବସୁଦେବ ଶ୍ରୀକୃଷ୍ଣଙ୍କୁ ନେଇ ଗୋପପୁରରେ ଛାଡି ଆସିଥିଲେ । ସେଠାରେ ନନ୍ଦ ରାଜାଙ୍କ ପୁଅ ଭାବେ ସେ ପାଳିତ ହୋଇଥିଲେ । ହିନ୍ଦୁ ଧର୍ମରେ ଏହି ଦିନଟିକୁ ବେଶ୍ ଉତ୍ସାହର ସହିତ ପାଳନ କରାଯାଇଥାଏ । ବିଶ୍ବର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ ।ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top