Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆଜି ସରୁଛି ରାଜ୍ୟପାଳଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର :  ରାଜ୍ୟପାଳ ଡଃ ଏସ୍.ସି.ଜମିରଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି । କାର୍ଯ୍ୟକାଳର ଶେଷଦିନରେ ରାଜ୍ୟପାଳ ବିଧାନସଭାର ବଜେଟ୍ ଅଧିବେଶନରେ ଅଭିଭାଷଣ ପ୍ରଦାନ କରିବେ । ତାଙ୍କ ପରେ କିଏ ରାଜ୍ୟର ରାଜ୍ୟପାଳ ହେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି ।ଭୁବନେଶ୍ୱର :  ରାଜ୍ୟପାଳ ଡଃ ଏସ୍.ସି.ଜମିରଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି । କାର୍ଯ୍ୟକାଳର ଶେଷଦିନରେ ରାଜ୍ୟପାଳ ବିଧାନସଭାର ବଜେଟ୍ ଅଧିବେଶନରେ ଅଭିଭାଷଣ ପ୍ରଦାନ କରିବେ । ତାଙ୍କ ପରେ କିଏ ରାଜ୍ୟର ରାଜ୍ୟପାଳ ହେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି । ଡଃ ଜମିର ୨୦୧୩ ମାର୍ଚ୍ଚ ୨୧ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ଓ ତାଙ୍କର କାର୍ଯ୍ୟକାଳ ଆସନ୍ତାକାଲିି ଶେଷ ହେଉଛି । ୮୭ବର୍ଷୀୟ  ଡଃ ଜମିର ଓଡ଼ିଶାର ୪୪ତମ ରାଜ୍ୟପାଳ ଭାବେ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରେ ଦାୟିତ୍ୱ ଗ୍ରହଣ କରିଥିଲେ । ଆଧୁନିକ ନାଗାଲ୍ୟାଣ୍ଡ ଗଠନର ଜନକ ଭାବେ ପରିଚିତ ଡଃ ଜମିର ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହରୁଙ୍କ ସମୟରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଦାୟିତ୍ୱରେ ରହିଥିଲେ । ପରେ ସେ କେନ୍ଦ୍ରରେ ବିଭିନ୍ନ ବିଭାଗର ମନ୍ତ୍ରୀ, ନାଗାଲ୍ୟାଣ୍ଡର ମୁଖ୍ୟମନ୍ତ୍ରୀ, ଗୋଆ ଓ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top