Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆତଙ୍କବାଦୀ ହମଲା ପରେ ପଶ୍ଚିମବଙ୍ଗରୁ ସୁରକ୍ଷିତ ଭାବେ ମୁକୁଳିଲେ ୩୦୦ ଓଡ଼ିଆ

ପଶ୍ଚିମବଙ୍ଗର ମେଦିନାପୁର ଜିଲ୍ଲାରେ ଆତଙ୍କବାଦୀ ହମଲା ପରେ ପଶ୍ଚିମବଙ୍ଗରୁ ସୁରକ୍ଷିତ ମୁକୁଳିଲେ ଅଟକ ଥିବା ଓଡ଼ିଆ। ୩୦୦ ଲୋକଙ୍କୁ ଅଟକ ରଖିଥିଲେ ପଶ୍ଚିମବଙ୍ଗ ଲୋକ। ଏନେଇ ସାଂସଦ ପ୍ରତାପ ଷଡଙ୍ଗୀ କହିଛନ୍ତି ଏହି ଘଟଣା ଜଣାପଡିବା ପରେ ତୁରନ୍ତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲି। ଏଥିସହ ଏସପି, ଜିଲ୍ଲାପାଳ ଓ ଡ଼ିଜିଙ୍କୁ ସମ୍ପର୍କ କରିବା ପରେ ଘଣ୍ଟାଏ ମଧ୍ୟରେ ପ୍ରାୟ ୩୦୦ ଜଣ ମୁକୁଳିଛନ୍ତି। ଏବେ ସ୍ଥିତି ନିୟନ୍ତ୍ରଣରେ ଅଛି, ଆମେ ମଧ୍ୟ ନଜର ରଖିଛୁ। କିଛି ଲୋକ ଥାନାରେ ଥିବା ବେଳେ କିଛି ଗାଁରେ ଫସିଯାଇଥିଲେ। ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top