Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରବାବୁ ନାଇଡୁ ଓ ପଓ୍ବନ କଲ୍ୟାଣ ହେଲେ ଉପମୁଖ୍ୟମନ୍ତ୍ରୀ

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଚନ୍ଦ୍ରାବାବୁ ନାଇଡୁ। ଚତୁର୍ଥଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚନ୍ଦ୍ରାବାବୁ ନାଇଡୁ । ଏଥିସହ ଜନସେନା ମୁଖ୍ୟ ପୱନ କଲ୍ୟାଣ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାହରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସମେତ ଅନେକ ହେଭିଓ୍ବେଟ୍‌ ଉପସ୍ଥିତ ରହିଥିଲେ।

ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ କାର୍ଯ୍ୟକାଳ । ୧୯୯୫ରେ ନାଇଡୁ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ନାଇଡୁ ଦୁଇଥର ସଂଯୁକ୍ତ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ କାର୍ଯ୍ୟକାଳ କ୍ରମାଗତ ୯ ବର୍ଷ ପରେ ୨୦୦୪ରେ ସମାପ୍ତ ହୋଇଥିଲା । ଆନ୍ଧ୍ରପ୍ରଦେଶର ବିଭାଜନ ପରେ ନାଇଡୁ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ।ସେ ୨୦୧୪ରେ ବିଭାଜିତ ଆନ୍ଧ୍ରପ୍ରଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୨୦୧୯ରେ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା।

୨୦୧୯ରେ ନିର୍ବାଚନ ହାରିବା ପରେ ୨୦୧୪ ପର୍ଯ୍ୟନ୍ତ ବିରୋଧୀ ଦଳ ନେତା ରହିଥିଲେ। ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ପରେ ପୁଣି ଥରେ ସେ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି। ଟିଡିପି, ଭାଜପା ଏବଂ ଜନସେନାଙ୍କୁ ନେଇ ଗଠିତ ଏନଡିଏ ଲୋକ ସଭାରେ ୨୧ଟି ଏବଂ ବିଧାନସଭାରେ ୧୬୪ଟି ଆସନ ଜିତିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top