ମନୋରଞ୍ଜନ

ଆଲିଆ କରୋନାରେ ଆକ୍ରାନ୍ତ

Posted on

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗୁରୁବାର ରାତିରେ ସେ ଇନ୍‌ଷ୍ଟାଗ୍ରାମ୍ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।

ଆଲିଆ ଲେଖିଛନ୍ତି ଯେ ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ସେ ତାଙ୍କ ଘରେ ଏକାନ୍ତବାସରେ ଅଛନ୍ତି। ସେ ଡାକ୍ତରଙ୍କ ପରାମର୍ଶ ମାନି ସମସ୍ତ ପ୍ରକାର ସୁରକ୍ଷିତ ପଦକ୍ଷେପ ଆପଣାଇଛନ୍ତି। ତା’ ସହିତ ସେ ତାଙ୍କର ଫ୍ୟାନ୍ ମାନଙ୍କୁ ଭଲ ପାଇବା ଓ ସମର୍ଥନ ପାଇଁ ଧନ୍ୟବାଦ ଦେଇଛନ୍ତି ଏବଂ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି।

Leave a Reply

Your email address will not be published. Required fields are marked *

Most Popular

Exit mobile version