Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତାବର୍ଷ ହେବାକୁ ଯାଉଛି ଜନଗଣନା

ଆସନ୍ତାବର୍ଷ ଆରମ୍ଭ କରିବାକୁ ଯାଉଛି କେନ୍ଦ୍ର ରାଷ୍ଟ୍ରୀୟ ଜନଗଣନା । ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୨୬ ପର୍ଯ୍ୟନ୍ତ ହେବ। ୨୦୨୬ ସୁଦ୍ଧା ଏହି ପ୍ରକ୍ରିୟା ଶେଷ କରି ଚୂଡାନ୍ତ ରିପୋର୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି । ତେବେ ୨୦୧୧ ଶେଷ ଥର ପାଇଁ ଜନଗଣନା ହେବା ପରେ ଏହା ଆଉ ହୋଇନାହିଁ ।

୧୮୮୧ ମସିହାରୁ ଭାରତରେ ଜନଗଣନା ପ୍ରତି ୧୦ବର୍ଷରେ ଥରେ ହୋଇଥାଏ । ଏହି କ୍ରମରେ ୨୦୧୧ ମସିହାରେ ଶେଷ ଜନଗଣନା ହୋଇଥିଲା । ୨୦୨୧ର ଜନଗଣନା ପାଇଁ ପ୍ରସ୍ତୁତିପର୍ବ ଚାଲିଥିବାବେଳେ କୋଭିଡ୍‍ ମହାମାରୀ ଯୋଗୁ ଏଥିରେ ବ୍ୟାଘାତ ସୃଷ୍ଟି ହୋଇଥିଲା । ୨୦୧୯ ମାର୍ଚ୍ଚ ଓ ଜୁଲାଇ ମାସରେ ଜନଗଣନା ସଂକ୍ରାନ୍ତରେ ଭାରତ ସରକାର ଗେଜେଟ୍‍ ବିଜ୍ଞପ୍ତି ମଧ୍ୟ ଜାରି କରିଥିଲେ । ତେବେ କୋଭିଡ୍‍ ପାଇଁ ଘରକୁ ଘର ବୁଲି ଜନଗଣନା ତଥ୍ୟ ସଂଗ୍ରହ କରିବା ଅସମ୍ଭବପର ଥିବାରୁ ତାହାକୁ କେନ୍ଦ୍ର ସରକାର ସ୍ଥଗିତ ରଖିଥିଲେ । ଏହାପରେ ଏବେ ୨୦୨୫ ରେ ଜନଗଣନା ହେବା ପରେ ଏହି ରାଷ୍ଟ୍ରୀୟ ସାଂଖିକ ଅନୁଧ୍ୟାନର ଅବଧିଚକ୍ର ମଧ୍ୟ ପରିବର୍ତ୍ତନ ହେବ, ୨୦୨୫-୨୬ ରେ ଜନଗଣନା ଶେଷ ହେଲେ ପରବର୍ତ୍ତୀ ଜନଗଣନା ୨୦୩୫ ମସିହାରେ ହେବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top