Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତା କାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ୫ ଲୋକସଭା ସହ ୩୫ ବିଧାନସଭାରେ ପଡିବ ଭୋଟ

ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ। ୫ ଲୋକସଭା ଓ ୩୫ ବିଧାନସଭା ପାଇଁ ପଡ଼ିବ ଭୋଟ୍। ୫ ଲୋକସଭା ଆସନ ପାଇଁ ମୈଦାନରେ ୪୦ ପ୍ରାର୍ଥୀ। ୩୫ ବିଧାନସଭା ଆସନ ପାଇଁ ଦୌଡ଼ରେ ଅଛନ୍ତି ୨୬୫ ପ୍ରାର୍ଥୀ। ବରଗଡ଼, ସୁନ୍ଦରଗଡ଼, କନ୍ଧମାଳ, ଆସ୍କା ଓ ବଲାଙ୍ଗିରରେ ହେବ ଭୋଟ୍।ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨ଟି ଆସନ ହିଞ୍ଜିିଳି ଓ କଣ୍ଟାବାଞ୍ଜିରେ ଆସନ୍ତାକାଲି ଭୋଟ ପଡିବାକୁ ଯାଉଛି । ଏହି ଦୁଇଟି ଆସନ ଉପରେ ସମସ୍ତଙ୍କ ନଜର ରହିଛି।ଗତକାଲିଠୁ ବିଭିନ୍ନ ବୁଥକୁ ଇଭିଏମ, ଭିଭିପାଟ ଧରି ମତଦାନ କେନ୍ଦ୍ରକୁ ଯାଉଛନ୍ତି ପୋଲିଂ ଅଧିକାରୀ । ଶୃଙ୍ଖଳାର ସହ ମତଦାନ ପାଇଁ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top