Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆସନ୍ତା ୨୬ ତାରିଖ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ।ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ।ଚଳିତବର୍ଷ ଯୁକ୍ତ ୨ ପରୀକ୍ଷା ୧୬ ଫେବ୍ରୁଆରୀରୁ ଆରମ୍ଭ ହୋଇ ୨୦ ମାର୍ଚ୍ଚ ଯାଏଁ ଚାଲିଥିଲା। ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ମୋଟ ଛାତ୍ରଙ୍କ ମଧ୍ୟରୁ ୧ ଲକ୍ଷ ୯୯ ହଜାର ୩୬୧ଜଣ ଛାତ୍ରୀ ଥିବାବେଳେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ ରହିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top