Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ଜାରି ହେଲା ବିଜେପିର ପ୍ରାର୍ଥୀ ତାଲିକା

ଉତ୍ତରପ୍ରଦେଶ ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ନଭେମ୍ବର ୧୩ ରେ ଉତ୍ତରପ୍ରଦେଶ ଉପନିର୍ବାଚନ ହେବାକୁ ଥିବା ବେଳେ ୯ଟି ବିଧାନସଭା ଆସନରୁ ବିଜେପି ଆଜି ୭ ଟି ବିଧାନସଭା ଆସନର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଉତ୍ତରପ୍ରଦେଶର କରହଲ, କୁନ୍ଦରକି, ଗାଜିଆବାଦ, ଫୁଲପୁର, ମଝୱାନ, କତେହରୀ ଓ ଖଇର ବିଧାନସଭା ଆସନର ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ପ୍ରାର୍ଥୀ ଘୋଷଣା କରିଛି।

କରହଲ ଆସନରୁ ଅନୁଜେଶ ଯାଦବ, କୁନ୍ଦର୍କିରୁ ରାମବୀର ସିଂହ ଠାକୁର, ମଝୱାନରୁ ସୁଷାସ୍ମିତା ମୌର୍ଯ୍ୟ, କାଟେହରୀରୁ ଧରମ ରାଜ ନିଶାଦ, ଖଇରରୁ ସୁରେନ୍ଦ୍ର ଦିଲେର ଓ ମୀରାପୁର ଆସନରୁ ମୀରାପୁର ଆସନରୁ ବିଜେପି ପ୍ରାର୍ଥୀ ହୋଇଛନ୍ତି। ଦୀପକ ପଟେଲଙ୍କୁ ଫୁଲପୁରରୁ ଏବଂ ସଞ୍ଜୀବ ଶର୍ମାଙ୍କୁ ଗାଜିଆବାଦରୁ ଟିକେଟ ମିଳିଛି । ତେବେ ସିସାମାଉ (କାନପୁର) ଆସନ ପାଇଁ ବିଜେପି ଏପର୍ଯ୍ୟନ୍ତ କୌଣସି ପ୍ରାର୍ଥୀ ଘୋଷଣା କରିନାହିଁ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top