Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏପ୍ରିଲରୁ ମହଙ୍ଗା ହେବ କାର ଓ ବାଇକ୍‌!

ନୂଆଦିଲ୍ଲୀ: ଆସନ୍ତା ମାସରୁ ଉଭୟ କାର୍ ଓ ବାଇକର ଦାମ ମହଙ୍ଗା ହେବାକୁ ଯାଉଛି।ପୁଣିଥରେ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ଯାଉଛନ୍ତି ସାଧାରଣ ଲୋକ। ତୈଳଦର ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧିକୁ ନେଇ ଚିନ୍ତାରେ ଥିବା ଲୋକଙ୍କୁ ଏବେ ଆଉ ଏକ ଝଟକା ଲାଗିଛି।

ତୈଳଦର ବଢ଼ୁଥିବାରୁ ସାମଗ୍ରୀ ଆଣିବାରେ ଗାଡ଼ି କମ୍ପାନୀଗୁଡ଼ିକ ବେଶ ହଇରାଣ ହରକତ ହେଉଛନ୍ତି। ଏହି କାରଣରୁ ଆସନ୍ତା ଏପ୍ରିଲ ଆରମ୍ଭରୁ ସେମାନେ କାର ଓ ବାଇକର ଦାବ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଖାଲି ସେତିକି ନୁହେଁ, ଗାଡ଼ି ନିର୍ମାଣକାରୀ କମ୍ପାନୀଗୁଡ଼ିକ ଆବଶ୍ୟକ ଭିତ୍ତିଭୂମି ଓ ଷ୍ଟିଲର ଦର ବୃଦ୍ଧି ପାଇଁ ବି ସମସ୍ୟାରେ ପଡ଼ିଛନ୍ତି। ପୂର୍ବ ଅପେକ୍ଷା ସେମାନଙ୍କୁ ଅଧିକ ଟଙ୍କା ଦେବା ପଡ଼ୁଛି। ଏହି କାରଣରୁ ସେମାନେ କାର୍ ଓ ବାଇକ୍‌ର ଦାମ ବଢ଼ାଇବାକୁ ଚାହୁଁଥିବା କହିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top