Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲା ବିଜେଡି

ଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି ।ସେ କହିଛନ୍ତି ରାଜ୍ୟପାଳଙ୍କ ପୁଅକୁ ସୁରକ୍ଷା ଦେଇ ମୋହନ ସରକାର ଓଡ଼ିଆ ଅସ୍ମିତା ଉପରେ କୁଠାରଘାତ କରିଛନ୍ତି l

ଓଡ଼ିଆ ASOଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଥିବାରୁ ତାଙ୍କୁ ତୁରନ୍ତ ଗିରଫ କରାଯାଉ। ଶୀଘ୍ର ତଦନ୍ତ କରି ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ଦାବି ହୋଇଛି। ରାଜ୍ୟପାଳଙ୍କ ପାଇଁ କଣ ଆଇନ ଭିନ୍ନ କି । ପୁରୀ ରାଜଭବନରେ ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାର ୧୦ ଦିନ ହେଲାଣି, ଏହା ପରେ ବି ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାନ୍ତି। ଏହା ଅତ୍ୟନ୍ତ ଦୁଃଖଦାୟକ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top