Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାରେ ବଦଳିବ ହାଇସ୍କୁଲ ପିଲାଙ୍କ ୟୁନିଫର୍ମ

ପୁଣି ରାଜ୍ୟରେ ବଦଳିପାରେ ହାଇସ୍କୁଲ ପିଲାଙ୍କ ୟୁନିଫର୍ମ । ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ବଦଳିବା ନେଇଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରାଇମେରୀ ସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ଯେପରି ଅଛି, ସେହିପରି ରହିବ । ହେଲେ ହାଇସ୍କୁଲ ପିଲାଙ୍କ ୟୁନିଫର୍ମ ରଙ୍ଗ ପରିବର୍ତ୍ତନ କରାଯାଇପାରେ । ଏନେଇ ଆଲୋଚନା କରାଯାଉଛି ।ସୂଚନାଥାଉ କି, ୨୦୨୩ରେ ନୂଆ ଶିକ୍ଷାବର୍ଷ ସହ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମ ବଦଳିଥିଲା ।

ସର୍ବଶିକ୍ଷା ଅଭିଯାନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାଗଣା ପୋଷାକ ଓ ଜୋତା ମିଳୁଥିବାବେଳେ ମୁଖ୍ୟମନ୍ତ୍ରୀ ପରିଧାନ ଯୋଜନାରେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ମାଗଣା ୟୁନିଫର୍ମ ମିଳିଲା। ୫୫୦ ଟଙ୍କାରେ ହଳେ ପୋଷାକ, ଜୋତା ଓ ମୋଜା ଯୋଗାଇ ଦିଆଗଲା। ହେଲେ ପିଲାଙ୍କ ପୋଷାକର ରଙ୍ଗକୁ ନେଇ ଦେଖା ଦେଇଥିବା ବିବାଦ। ସେତେବେଳେ ସରକାରରେ ଥିବା ରାଜନୈତିକ ଦଳର ରଙ୍ଗ ସହ ପିଲାଙ୍କ ପୋଷାକର ରଙ୍ଗ ସମାନ ବୋଲି ଅଭିଯୋଗ ଉଠାଇଥିଲେ ବିରୋଧୀ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top