Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାରେ ହେବାକୁ ଥିବା ସର୍ଭିସ ରୋଡକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସମିଟ୍

ଓଡ଼ିଶାରେ ନିର୍ମାଣାଧୀନ ଓ ପ୍ରସ୍ତାବିତ ଜାତୀୟ ରାଜପଥର ନିର୍ମାଣ ନେଇ ଆଜି କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିବା ପରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଭୁବନେଶ୍ୱରରୁ ପୁରୀ ଯାଏଁ ହେବ ସର୍ଭିସ ରୋଡ୍। ଏହି ସର୍ଭିସ ରୋଡ୍ ସହ ରାସ୍ତାକୁ ୬ ଲେନ୍ ବିଶିଷ୍ଟ କରାଯିବ । ସେଥିପାଇଁ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ । ସେହି ଭଳି ଚଣ୍ଡିଖୋଲରୁ ବଡବିଲ ରାସ୍ତା ୮ ଲେନ୍ ବିଶିଷ୍ଟ ରୋଡ଼, ଖୋର୍ଦ୍ଧା-ନୟାଗଡ ୪ ଲେନ୍ ବିଶିଷ୍ଟ ରୋଡ୍ ଓ କେସିଙ୍ଗା-ଜୁନାଗଡ ରାସ୍ତା ୪ ଲେନ୍ ବିଶିଷ୍ଟ କରାଯିବ । ଏହାବାଦ୍ ସେତୁବନ୍ଧ ଯୋଜନାରେ ମଧ୍ୟ ଓଡିଶାକୁ ୨୫୦ କୋଟି ଟଙ୍କା ଅନୁଦାନ ମିଳିଛି । ମୋଟ ୨୧ ହଜାର ୬୫୦ କୋଟି ଟଙ୍କାର ପ୍ରକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top