Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ ହେଲେ ଜାମ୍ମୁକାଶ୍ମୀର ଡିଜିପି

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁଓଡ଼ିଆ ବରିଷ୍ଠ ଆଇପିଏସ୍ ଅଧିକାରୀ ରଶ୍ମୀରଞ୍ଜନ ସ୍ୱାଇଁଙ୍କୁ ମିଳିଲା ନୂଆ ଦାୟିତ୍ଵ । ତାଙ୍କୁ ଜାମ୍ମୁକାଶ୍ମୀରର ନୂଆ ଡିଜିପି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ ସ୍ବାଇଁଙ୍କ ନିଯୁକ୍ତି ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ତେବେ ବିଜ୍ଞପ୍ତି ମୁତାବକ ଆସନ୍ତା ସେପ୍ଟେମ୍ବର ୩୦ ତାରିଖ ଯାଏଁ ସେ ଏହି ଦାୟିତ୍ୱରେ ରହିବେ ।

ବରିଷ୍ଠ ଆଇପିଏସ୍ ଅଧିକାରୀ ରଶ୍ମୀରଞ୍ଜନ ସ୍ୱାଇଁ ୧୯୯୧ ବ୍ୟାଚର ଆଇପିଏସ୍ ଅଧିକାରୀ । ସେ ୨୦୦୧ରୁ ୨୦୦୩ ପର୍ଯ୍ୟନ୍ତ ଶ୍ରୀନଗରର ଏଏସପି ଦାୟିତ୍ୱ ତୁଲାଇଥିଲେ । ଏହାପରେ ୨୦୦୩ରୁ ୨୦୦୪ ଯାଏଁ ଜମ୍ମୁର ଏଏସପି କାର୍ଯ୍ୟ କରିଛନ୍ତି । ଏଥିସହିତ ସେ ପୁଞ୍ଚ, ରାମବାନ ଓ ଲେହ ବି କାର୍ଯ୍ୟ କରିଛନ୍ତି । ୨୦୦୪ରୁ ୨୦୦୬ ଯାଏଁ ଜମ୍ମୁ କାଶ୍ମୀରର ଭିଜିଲାନ୍ସ ସଙ୍ଗଠନରେ ଆସିଷ୍ଟାଣ୍ଟ ଇନ୍ସପେକ୍ଟର ଜେନେରାଲ ଏବଂ ଡେପୁଟି ଇନ୍ସପେକ୍ଟର ଜେନେରାଲ ଭାବରେ କାର୍ଯ୍ୟ କରିଛନ୍ତି । ଜୁନ୍ ୧୫ ୨୦୨୦ରେ ଜମ୍ମୁକାଶ୍ମୀରର ଗୁପ୍ତଚର ମୁଖ୍ୟ ଭାବେ ନିୟୁକ୍ତ ହୋଇଥିଲେ । ଅକ୍ଟୋବର ୩୧, ୨୦୨୩ରେ ସେ ଶ୍ରୀନଗରର ପୁଲିସ୍ ମୁଖ୍ୟାଳୟରେ ଜମ୍ମୁ କାଶ୍ମୀରର ୧୭ ତମ ମହାନିର୍ଦ୍ଦେଶକ (ଡିଜିପି) ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top