Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କଂଗ୍ରେସରେ ମିଶିଲେ ଆପ୍ ବିଧାୟକ ରାଜେନ୍ଦ୍ର ପାଲ ଗୌତମ

ଆପ୍ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ପାଲ ଗୌତମ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ, ଦିଲ୍ଲୀ କଂଗ୍ରେସ ସଭାପତି ଦେବେନ୍ଦ୍ର ଯାଦବ ଏବଂ କଂଗ୍ରେସ ନେତା ପୱନ ଖେଡା ଉପସ୍ଥିତ ଥିଲେ।ଯୋଗଦେବା ପରେ ରାଜେନ୍ଦ୍ର ପାଲ ଗୌତମ କହିଛନ୍ତି ରାହୁଲ ଗାନ୍ଧୀଙ୍କ ଘୃଣା ବଜାରରେ ପ୍ରେମ ବିକ୍ରୟ କରିବାର ସ୍ଲୋଗାନ ହୃଦୟକୁ ସ୍ପର୍ଶ କରିଛି। ସାମାଜିକ ନ୍ୟାୟ ପାଇଁ ସଂଗ୍ରାମକୁ ଆଗେଇ ନେବା ପାଇଁ ମୁଁ କଂଗ୍ରେସରେ ଯୋଗ ଦେଉଛି ।

ସୂଚନଯୋଗ୍ୟ; ପେଶାରେ ଜଣେ ଆଇନଜୀବୀ ଭାବେ ପରିଚିତ ଗୌତମ ୨୦୧୪ରେ ଆପ୍‌ରେ ମିଶିଥିଲେ। ୨୦୨୦ ବିଧାନସଭା ନିର୍ବାଚନରେ ସେ ସୀମାପୁରୀ ଆସନରୁ ଜିତିଥିଲେ। ସେ ଦଳିତ ଅଧିକାର ପାଇଁ ସବୁବେଳେ ଲଢ଼େଇ କରି ଆସିଛନ୍ତି। ସେ ଆପ୍‌ ସରକାରରେ ଏକାଦା ସାମାଜିକ କଲ୍ୟାଣ, ଏସ୍‌ସି/ଏସ୍‌ଟି, ଜଳ ଓ ସମବାୟ ବିଭାଗର ମନ୍ତ୍ରୀ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top