Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କଂଗ୍ରେସ ବୈଠକରେ ଆସିଲେନି ତାରା ବାହିନୀପତି ଓ ରମେଶ ଜେନା

ବିଧାନସଭାର ଅଧିବେଶନ ପୂର୍ବରୁ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୪ ନଂ କକ୍ଷରେ ଆରମ୍ଭ ହୋଇଛି ବୈଠକ । ଗୃହରେ କଂଗ୍ରେସ ଗଠନମୂଳକ ପ୍ରସ୍ତାବ ଦେବା ସହିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ କେମିତି ଘେରିବେ ବିରୋଧୀ ସେନେଇ ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ତେବେ ବୈଠକରେ ବିଧାୟକ ତାରାବହିନୀପତି ଯୋଗ ଦେଇନାହାଁନ୍ତି । କିନ୍ତୁ ଏହି ବୈଠକରେ ଯୋଗ ଦେବାକୁ ଆସିନାହାନ୍ତି ଦୁଇ ବିଧାୟକ ତାରା ବାହିନୀପତି ଓ ରମେଶ ଜେନା। ଦୁଇ ବିଧାୟକଙ୍କ ଅନୁପସ୍ଥିିତିକୁ ନେଇ ଚାରିଆଡ଼େ ଚର୍ଚ୍ଚାରବିଷୟ ପଲଟିଯାଇଛି। କିନ୍ତୁ ଦୁଇ ବିଧାୟକ କେଉଁ କାରଣରୁ ଅନୁପସ୍ଥିତ ଥିଲେ ତାହା ଜଣାପଡ଼ିନାହିଁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top