Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ରୋଡ-ଶୋ

କଟକରେ ରୋଡ-ଶୋ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ସୋରଡାରୁ ହେଲକପ୍ଟର ଯୋଗେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ସଡକ ପଥରେ କଟକ ଯାଇଛନ୍ତି ଅମିତ ଶାହା । ସମାଜ ଅଫିସରୁ ଗୋପବନ୍ଧୁ ବାଗ, ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର, ନୟାସଡକ, ବାଲୁବଜାର ଦେଇ ଚାନ୍ଦିନ ଚୌକ ଯାଏଁ ଯିବ ଶାହାଙ୍କ ରୋଡ-ଶୋ । ଏଥିପାଇଁ ପୁଲିସ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶାହଙ୍କ ସହ ଲୋକସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଓ ବିଧାନସଭା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସାମିଲ ଅଛନ୍ତି । କଟକର ଜନସାଧାରଣ ଅମିତ ଶାହଙ୍କ ରୋଡ୍‌ ଶୋ’ ପାଇଁ ବେଶ୍ ଉତ୍ସାହିତ ଦେଖିବାକୁ ମିଳିଛି । ବିଜେପି କର୍ମୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି । ସାଧାରଣ ଜନତା ସମସ୍ତେ ଘର ଦୁଆରେ, ଛାତ ଉପରେ ଛିଡ଼ା ହୋଇ ଅମିତ ଶାହଙ୍କ ରୋଡ୍‌ ଶୋ’ ଦେଖିଛନ୍ତି । କଟକର ଗଳିକନ୍ଦି ଆଜି ବିଜେପି ପତାକାରେ ଛାଉଣି ହୋଇଯାଇଛସି । ତେବେ ଏହା ପୂର୍ବରୁ ଆଜି ସୋରଡ଼ାରେ ବିଶାଳ ଜନସଭାକୁ ସମ୍ବୋଧନ କରିଥିଲେ ଅମିତ ଶାହ । ସେଠାରେ ରାଜ୍ୟ ସରକାରଙ୍କୁ ନିର୍ଧୁମ ଟାର୍ଗେଟ୍ କରିଛନ୍ତି । ସେଠାରୁ ଭୁବନେଶ୍ୱର ଆସିଥିଲେ ତାପରେ କଟକରେ ପହଞ୍ଚି ରୋଡ୍‌ ଶୋ’ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top