Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କରୋନା କାଳରେ କୃଷ୍ଣଙ୍କ ମହାନତା

ଭୁବନେଶ୍ୱର(ଓଡ଼ିଶା ୱେୟାର):
ମହାମାରୀ କରୋନା ସଂକ୍ରମଣ ଦୃଷ୍ଟିରୁ ଲୋକମାନେ ଲକଡାଉନ ଓ ଶଟଡାଉନ ମଧ୍ୟରେ ରହୁଛନ୍ତି। ଲକଡାଉନ ଯୋଗୁ ଗରିବ ଲୋକମାନେ ରୋଜଗାର ଅଭାବାରୁ ପେଟକୁ ଦିମୁଠା ଖାଦ୍ୟ ଯୋଗାଡ଼ କରିବାରେ ସଂଘର୍ଷ କରୁଛନ୍ତି। ଏସବୁ ଭିତରେ ଅନେକ ଲୋକ ଓ ବଦାନ୍ୟ ବ୍ୟକ୍ତି କରୋନା ସଂକ୍ରମଣ ସମୟରେ ଗରିବ ଓ ଅସହାୟଙ୍କୁ ସହଯୋଗ କରିବାକୁ ଆଗେଇ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି କୃଷ୍ଣ ଚନ୍ଦ୍ର ପ୍ରଧାନ।

ସେ କରୋନା ଓ ଲକଡାଉନ ସମୟରେ ରୋଗୀଙ୍କ ଆଟେଣ୍ଡାଣ୍ଟଙ୍କ ପାଇଁ ଦେବଦୂତ ସାଜିଛନ୍ତି। ସେ ନିଜ ଦରମାରୁ ହିଁ ରନ୍ଧା ଖାଦ୍ୟ ପ୍ରସ୍ତୁତ କରି ସେମାନଙ୍କୁ ଯୋଗାଇ ଦେଉଛନ୍ତି। ପୂର୍ବରୁ ସେ ଗରିବଙ୍କୁ ମଧ୍ୟ ଖାଦ୍ୟ ଯୋଗାଇ ଦେଉଥିଲେ। ନୟାପଲ୍ଲୀ ଅଞ୍ଚଳରେ ରହୁଥିବା କୃଷ୍ଣ ଗୋଟିଏ ଘରୋଇ ହସ୍ପିଟାଲରେ କାମ କରନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top