Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କରୋନା ମହାମାରୀ ନେଲା ଆଉ ୧୭ ଜୀବନ, ଖୋର୍ଦ୍ଦାରେ ସଂକ୍ରମଣ ଅଧିକ

ଭୁବନେଶ୍ୱର(ଓଡ଼ିଶା ୱେୟାର): ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି।

୧୭ ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି। ସେହିପରି ୪ ମୃତକଙ୍କ ଛାଡ଼ି ଦେଲେ ଅନ୍ୟମାନଙ୍କର ଅନ୍ୟ କୌଣସି ରୋଗ ମଧ୍ୟ ନଥିଲା। ଅନୁଗୋଳ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ପ୍ରାଣ ହରାଇଥିବା ବେଳେ କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣଙ୍କ ଲେଖାଏଁ ମରିଛନ୍ତି। ସେହିପରି ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଞ୍ଜାମ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top