Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କିଛି ଭୋଟରଙ୍କୁ ନେଇ ଯିବା ବେଳେ ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି ।ବରଗଡ଼ା ସଦର ଥାମା ସରସରା ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଅଟୋ ଚାଳକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । କିଛି ଭୋଟରଙ୍କୁ ନେଇ ଯିବା ବେଳେ ଅଟୋ ଡ୍ରାଇଭର ଉପରେ ଅକ୍ରମଣ କରିଥିଲେ ଦୃବୁତ୍ତ । ମୃତକଙ୍କ ନାଁ ବିଶ୍ୱନାଥ ମେହେର ବୋଲି ଜଣାପଡିଛି । ଘଟଣା ପରେ ଗାଁକୁ ପହଞ୍ଚିଛନ୍ତି ଆଇଜି ହିମାଂଶୁ ଲାଲ ଓ ବରଗଡ ଏସପି ପ୍ରହଲ୍ଲାଦ ସାଇ ମିନା । ନିର୍ବାଚନ ସମୟରେ ଭୋଟରଙ୍କୁ ଅଟୋରେ ମତଦାନ କେନ୍ଦ୍ରକୁ ନେଉଥିବା ବେଳେ ଏକ ଗୋଷ୍ଠୀ ବିରୋଧ କରିବା ସହ ଆକ୍ରମଣ କରିଥିବା ପରିବାର ଲୋକେ । ତେବେ ନିର୍ବାଚନ ସମୟରେ ଏଭଳି ହିଂସାକାଣ୍ଡ ଏବେ ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଖବର ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି । ତେବେ କେଉଁ ମାନେ ହତ୍ୟା କରିଛନ୍ତି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top