Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ମନୋରଞ୍ଜନ

କେଡି ଦି ଡେଭିଲ୍‌’ ଚଳଚ୍ଚିତ୍ରରେ ସଞ୍ଜୟଙ୍କ ପ୍ରଥମ ଲୁକ୍‌ର ଝଲକ୍‌

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ସୋମବାର ନିଜର ୬୫ତମ ଜନ୍ମଦିନରେ ସେ ତାଙ୍କ ପ୍ରଶଂସକଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି।ସଞ୍ଜୟ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘କେଡି ଦି ଡେଭିଲ୍‌’ରେ ନିଜ ପ୍ରଥମ ଲୁକ୍‌ର ଝଲକ୍‌କୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ସେ ଏକ ଅଜବ ଅବତାରରେ ନଜର ଆସିଛନ୍ତି। ‘କେଡି ଦି ଡେଭିଲ୍‌’ରେ ସେ ପୁଣି ଥରେ ଖଳନାୟକ ଭୂମିକାରେ ନଜର ଆସିବେ। ଫିଲ୍ମରେ ତାଙ୍କ ଚରିତ୍ରର ନାମ ‘ଧାକ୍‌ ଦେବା’ ରହିଛି। ସଞ୍ଜୟଙ୍କ ଏହି ଅଦ୍ଭୁତ ଅବତାରକୁ ତାଙ୍କ ପ୍ରଶଂସକମାନେ ଖୁବ୍‌ ପସନ୍ଦ କରିଛନ୍ତି। ଏଥିସହ ପ୍ରଶଂସକମାନେ ନିଜ ପ୍ରିୟ ସୁପରଷ୍ଟାରଙ୍କୁ ଜନ୍ମଦିନର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି।ଦି ଡେଭିଲ୍‌’ ଚଳଚ୍ଚିତ୍ରରେ ସଞ୍ଜୟଙ୍କ ସହ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ, ନୋରା ଫତେହି ଏବଂ ଅଭିନେତା ଭି. ରବିଚନ୍ଦ୍ରନ, ରମେଶ ଅରବିନ୍ଦ ଓ ଧ୍ରୁଭ୍‌ ସରଜା ମଧ୍ୟ ମୁଖ୍ୟ ଭୂମିକାରେ ନଜର ଆସିବେ। ଆସନ୍ତା ନଭେମ୍ବର ୧୩ରେ ଏହି ଫିଲ୍ମ ରିଲିଜ୍‌ ହେବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top