Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କେନ୍ଦ୍ରାପଡ଼ାରେ ଚିକେନ ଓ ଅଣ୍ଡା ବିକ୍ରି ଉପରେ ଲାଗିଲା ପ୍ରତିବନ୍ଧକ

କେନ୍ଦ୍ରାପଡ଼ାରେ ବାର୍ଡଫ୍ଲୁ ଭୟ । ଚିକେନ ଓ ଅଣ୍ଡା ବିକ୍ରି ଉପରେ ଲାଗିଲା କଟକଣା । ବିକ୍ରି କରୁଥିଲେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଏହା ସହ ମାଂସ ଓ ଅଣ୍ଡା ନ ଖାଇବାକୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରୁଛି ପ୍ରଶାସନ ।ସୂଚନଯୋଗ୍ୟ; କେନ୍ଦ୍ରାପଡ଼ାରେ ବାର୍ଡ ଫ୍ଲୁ ଚିହ୍ନଟ ପରେ ଆରମ୍ଭ ହୋଇଛି କୁକୁଡ଼ା ମରା ଅଭିଯାନ। ଗତକିଛି ଦିନ ଧରି କେନ୍ଦ୍ରାପଡ଼ାର ଅଧିକାଂଶ ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଯିବା ପରେ ପରୀକ୍ଷା ପାଇଁ କୁକୁଡ଼ା ସ୍ବାବ ନମୁନା ପଠାଯାଇଥିଲା । ନମୂନାରୁ ବାର୍ଡଫ୍ଲୁ ହୋଇଥିବା ସ୍ପଷ୍ଟ ହୋଇଛି । ଏହା ପରେ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି ।

ପ୍ରାଣୀ ଚିକିତ୍ସା ବିଭାଗର ୧୩ଟି ଟିମ ଦ୍ବାରା ବିଭିନ୍ନ ଅଞ୍ଚଳରେ କୁକୁଡ଼ା ମରାଯାଉଛି । ଏହା ପରେ ସବୁ କୁକୁଡ଼ା ଫାର୍ମ ଓ ଆଖପାଖ ଅଞ୍ଚଳକୁ ବିଶୋଧନ କରାଯିବ।ଏହା ସହ ପ୍ରତିଦିନ ଶହ ଶହ ସଂଖ୍ୟାରେ ମାରୁଥିବା କୁକୁଡାକୁ କେତେକ ସ୍ଥାନରେ ଶସ୍ତା ଦରରେ ଲୋକଙ୍କୁ ବେପାରୀ ବିକ୍ରି କରୁଥିବା ମଧ୍ୟ ଦେଖିବାକୁ ମିଳିଛି । ହଜାର ହଜାର ସଂକ୍ରମିତ କୁକୁଡ଼ା ମରିବା ଫଳରେ ପୂରା ଅଞ୍ଚଳକୁ ବାର୍ଡ ଫ୍ଲୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି । ସେଥିପାଇଁ ଚିକେନ ଓ ଅଣ୍ଡା ବିକ୍ରି ଉପରେ ଲାଗିଲା କଟକଣା ଜାରି କରିଛି ପ୍ରଶାସନ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top