Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୋଭିଡ୍ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ୱେୟାର): ରାଜ୍ୟରେ କୋଭିଡ୍ ସଂକ୍ରମିତ ସଂଖ୍ୟା କ୍ରମାଗତ ବୃଦ୍ଧି ପାଇ ଆଜି ୬୦୦ରେ ପହଂଚିଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି। ଛତିଶଗଡ଼ ସୀମାକୁ ଲାଗିଥିବା ଜିଲ୍ଲାଗୁଡ଼ିକରେ କରୋନା ମହାମାରୀ ଏବେ ଅଧିକ ଭାବେ ବ୍ୟାପୁଥିବାରୁ ସେସବୁ ଅଂଚଳ ଉପରେ ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷକରି ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକୁ ଗସ୍ତ କରି ସେଠାରେ କୋଭିଡ୍ ସଂକ୍ରମିତ ମାମଲା ବୃଦ୍ଧି ଓ ବାସ୍ତବ ସ୍ଥିତି ପରଖି ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତେବେ ପୂର୍ବ ଓଡ଼ିଶା ବିଶେଷକରି ରାଜଧାନୀ ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାବେଳେ ପିପିଲି ନିର୍ବାଚନକୁ ଦୃଷ୍ଟିରେ ରଖି ସରକାର ଏବେ ପଶ୍ଚିମ ଓଡ଼ିଶା ଉପରେ ଫୋକସ୍ ଦେଉଥିବା ଚର୍ଚ୍ଚା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top