Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଖୁବଶୀଘ୍ର ନିଯୁକ୍ତି ପାଇବେ ୨୭୩୪୮ ଶିକ୍ଷକ

ଭୁବନେଶ୍ୱର : ରାଜ୍ୟ ସରକାର ୨୪୫୫୩ଜଣ ଜୁନିୟର ଶିକ୍ଷକ ଓ ୨୭୯୫ଜଣ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିଯୁକ୍ତି ଦେବା ପ୍ରକ୍ରିୟା ଆରମ୍ଭ କରିଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗର ଅନୁରୋଧ ପରେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ଏହି ଶିକ୍ଷକଙ୍କ ନିଯୁକ୍ତି ପାଇଁ ଜୁନ୍ ୨୮ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ ବୋଲି ଜଣାପଡ଼ିଛି । ଗତକାଲି ଷ୍ଟାଫ୍ ସିଲେକ୍ସନ୍ କମିଶନଙ୍କ କାର୍ଯ୍ୟାଳୟରୁ ଜାରି ବିଜ୍ଞପ୍ତି ଅନୁସାରେ ପ୍ରାଥମିକ ସ୍କୁଲ ପାଇଁ ୨୪୫୫୩ଜଣ ଜୁନିୟର ଶିକ୍ଷକ ଓ ମାଧ୍ୟମିକ ସ୍କୁଲ ପାଇଁ ୨୭୯୫ଶିକ୍ଷକ ନିଯୁକ୍ତି ପାଇବେ । ଏହି ନୂତନ ଶିକ୍ଷକଙ୍କ ନିଯୁକ୍ତି ପାଇ ଅନ୍ଲାଇନ୍ରେ ଆବେଦନର ଶେଷ ତାରିଖ ଜୁଲାଇ ୨୯ତାରିଖ ରହିଥିବାବେଳେ ପରୀକ୍ଷା ନଭେମ୍ବର ୨୫ତାରିଖରେ ଅନୁଷ୍ଠିତ ହେବ । ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନଙ୍କୁ ୨୦୧୯ ଫେବୃୟାରୀ ମାସ ୨ରୁ ୧୫ତାରିଖ ମଧ୍ୟରେ କାର୍ଯ୍ୟରେ ଯୋଗ ଦେବାକୁ କୁହାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top