Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟିକା ଅଭାବରୁ ରାଜ୍ୟର ୯୦୦ଟି କେନ୍ଦ୍ରରେ ଟୀିକା କରଣ ବନ୍ଦ

ଭୁବନେଶ୍ୱର (ଓଡ଼ିଶା ୱେୟାର): ଟିକା ଅଭାବରୁ ରାଜ୍ୟର ୯୦୦ଟି କେନ୍ଦ୍ରରେ ଟିକାକରଣ ବନ୍ଦ । ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଆଜି ଏହି ସୂଚନା ଦେଇଛନ୍ତି । ଆଜି ୫୭୯ଟି କେନ୍ଦ୍ରରେ ଟିକାକରଣ ଚାଲିଛ ଏବଂ ଟିକା ନଆସିଲେ କାଲି ଅଧତ୍କାଂଶ ଜିଲ୍ଲାରେ ଷ୍ଟକ୍ ଆଉଟ୍ ହୋଇଯିବ। ସେ କହିଛନ୍ତି ଯେଉଁ ଜିଲ୍ଲାକୁ ଟିକା ଯାଇଛି ସେଠି ଜାରି ରହିବ, ଅନ୍ୟ ଜିଲ୍ଲାରେ ବନ୍ଦ ରହିବ। ରାଜ୍ୟରେ ଏବେ ୨,୩୩,୦୦୦ ଡୋଜ୍ କୋଭିସିଲ୍ଡ, ୭୭,୯୬୦ ଡୋଜ କୋଭାକ୍ସିନ ଅଛି। ଏବଂ ଅଧତ୍କ ସଂକ୍ରମିତ ଜିଲ୍ଲାକୁ ଟିକାକରଣ କ୍ଷେତ୍ରରେ ପ୍ରାଧାନ୍ୟ ଦିଆଯାଉଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।

ସେପଟେ ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୩ ୭୯ ପଜିଟିଭ୍ ରୋଗୀ। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୦୮ ଏବଂ ଲୋକାଲ- ୫୭୧ ରହିଛି। ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୩୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ରହିଥିବା ବେଳେ ଏଠାରୁ ୧୫୮ ଜଣ ଚିହ୍ନଟ ହୋଇଛନ୍ତି ।ଟିକା ଅଭାବରୁ ରାଜ୍ୟର ୯୦୦ଟି କେନ୍ଦ୍ରରେ ଟିକାକରଣ ବନ୍ଦ । ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଆଜି ଏହି ସୂଚନା ଦେଇଛନ୍ତି । ଆଜି ୫୭୯ଟି କେନ୍ଦ୍ରରେ ଟିକାକରଣ ଚାଲିଛ ଏବଂ ଟିକା ନଆସିଲେ କାଲି ଅଧତ୍କାଂଶ ଜିଲ୍ଲାରେ ଷ୍ଟକ୍ ଆଉଟ୍ ହୋଇଯିବ। ସେ କହିଛନ୍ତି ଯେଉଁ ଜିଲ୍ଲାକୁ ଟିକା ଯାଇଛି ସେଠି ଜାରି ରହିବ, ଅନ୍ୟ ଜିଲ୍ଲାରେ ବନ୍ଦ ରହିବ। ରାଜ୍ୟରେ ଏବେ ୨,୩୩,୦୦୦ ଡୋଜ୍ କୋଭିସିଲ୍ଡ, ୭୭,୯୬୦ ଡୋଜ କୋଭାକ୍ସିନ ଅଛି। ଏବଂ ଅଧତ୍କ ସଂକ୍ରମିତ ଜିଲ୍ଲାକୁ ଟିକାକରଣ କ୍ଷେତ୍ରରେ ପ୍ରାଧାନ୍ୟ ଦିଆଯାଉଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।

ସେପଟେ ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୩ ୭୯ ପଜିଟିଭ୍ ରୋଗୀ। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୦୮ ଏବଂ ଲୋକାଲ- ୫୭୧ ରହିଛି। ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୩୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ରହିଥିବା ବେଳେ ଏଠାରୁ ୧୫୮ ଜଣ ଚିହ୍ନଟ ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top