Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟି୨୦ ବିଶ୍ୱକପ୍ , ସେମିଫାଇନାଲରେ ପହଞ୍ଚିଲା ଭାରତ

୨୦୨୪ ଟି-୨୦ ବିଶ୍ୱକପ୍ ସେମି ଫାଇନାଲରେ ପହଞ୍ଚି ସରିଛି ଟିମ ଇଣ୍ଡିଆ।ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି। ସେମି-ଫାଇନାଲରେ ଭାରତର ମୁକାବିଲା ଇଂଲଣ୍ଡ ସହ ହେବେ।

ଆସନ୍ତା ୨୭ ତାରିଖରେ ଏହି ମ୍ୟାଚ ଖେଲାଯିବ।ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ଭାରତ ବ୍ୟାଟିଂ କରିଥିଲା। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଅଷ୍ଟ୍ରେଲିଆକୁ ୨୪ ରନ୍ ରେ ହରାଇ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top