Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ତିନିଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନିବେଶକକଙ୍କୁ ନିମନ୍ତ୍ରଣ କରିବା ପାଇଁ ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସେ ସିଙ୍ଗାପୁର ଗସ୍ତରେ ଯିବେ। ଉତ୍କର୍ଷ ଓଡ଼ିଶା, ମେକଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସେଠାରେ ହେବ ରୋଡ୍ ଶୋ’। ମୁଖ୍ୟମନ୍ତ୍ରୀ ରୋଡ୍ ଶୋ’ରେ ଯୋଗଦେବା ସହ ନିବେଶକଙ୍କ ସହ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସିଙ୍ଗାପୁର ଗସ୍ତରେ ଯିବେ।

ମୁଖ୍ୟମନ୍ତ୍ରୀ ନଭେମ୍ବର ୧୮ରୁ ସିଙ୍ଗାପୁର ଗସ୍ତ କରିବେ। ସେଠାରେ ସେ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ରହିବେ। ଏହି ଗସ୍ତକାଳରେ ସେ ରୋଡ ସୋ’ କରିବେ। ଏଥି ସହିତ ନିବେଶକମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଉତ୍କର୍ଷ ଓଡ଼ିଶା-ମେକ୍ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ପାଇଁ ପାଇଁ ସିଙ୍ଗାପୁର ଗସ୍ତ କରିବେ। ଏହି ଗସ୍ତ କାଳରେ ତାଙ୍କ ସହିତ ଶିଳ୍ପମନ୍ତ୍ର ସଂପଦ ସ୍ବାଇଁ ଓ ରାଜ୍ୟ ସରକାରଙ୍କର କିଛି ବରିଷ୍ଠ ଅଧିକାରୀ ରହିବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top