Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି ପାଇଁ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର ଆସନ୍ତା ମେ’୨୫ ଶନିବାର ରାଜ୍ୟରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୋଲିଂ ବୁଥକୁ ଯାଉଛନ୍ତି ପୋଲିଂ କର୍ମଚାରୀ । ଏହି ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ରରେ ହେବ ମତଦାନ ଗ୍ରହଣ କରାଯିବ । ମୋଟ ୯୪.୪୮ଲକ୍ଷ ଭୋଟର ମତଦାନ କରିବେ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ।
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହେବ। ବୁଥ ଗୁଡିକ ସନ୍ଧ୍ୟା ପର୍ଯ୍ୟନ୍ତ ଖୋଲା ରହିବା ସହ ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି । ଭୋଟରମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି ।ବିଶୃଙ୍ଖଳା ସୃଷ୍ଟି କରୁଥିବା ଲୋକଙ୍କୁ ଲୋକଙ୍କୁ ବୁଥ୍‌ ଭିତରକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ। ଏହାକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୬ଟି ଲୋକସଭା ଆସନରେ ମୋଟ ୬୪ଟି ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି । ସେହିପରି ବିଧାନସଭା ୪୨ଟି ଆସନରେ ୩୮୩ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ବରିଷ୍ଠ ଭୋଟରଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top