Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ଆତିଶୀ

ଆଜି ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଆତିଶୀ ମାର୍ଲେନା । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ଆଜିଠୁ କାମ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି କାର୍ଯ୍ୟ ଆରମ୍ଭ କରିଛନ୍ତି ଦିଲ୍ଲୀର ନୂଆମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା।

କେଜ୍ରିଓ୍ୱାଲଙ୍କ ପାଇଁ ଆସନ ଖାଲି ରଖିଛନ୍ତି ଆତିଶୀ।ଆତିଶୀ କହିଛନ୍ତି, ଆଜି ମୁଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ କାର୍ଯ୍ୟଭାର ସମ୍ଭାଳିଛି। କୁନ୍ତୁ ମୋ ମନରେ ସେହି ଭଳି ଯନ୍ତ୍ରଣା ଅଛି, ଯାହା ଭରତଙ୍କ ଥିଲା। ଯେଉଁଭଳି ଭାବରେ ଭରତ ସିଂହାସନରେ ଭଗବାନ ରାମଙ୍କ କଠଉ ରଖି ରାଜ୍ୟସଭା ସମ୍ଭାଳିଥିଲେ। ସେହିପରି ମୁଁ ମଧ୍ୟ ଆସନ୍ତା ୪ ମାସ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବି। ଏହି ଚୌକି ଅରବିନ୍ଦ କେଜ୍ରିୱାଲଙ୍କର ଅଟେ। ଫେବୃଆରୀରେ ହେବାକୁ ଥିବା ନିର୍ବାଚନରେ ଦିଲ୍ଲୀର ଲୋକମାନେ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବେ ବୋଲି ମୋର ଦୃଢ଼ ବିଶ୍ୱାସ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top