Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଦୁଷ୍କର୍ମ ପୀଡ଼ିତା ନାବାଳିକାର ମୃତ୍ୟୁ, ୫ଲକ୍ଷ ଟଙ୍କା କ୍ଷତିପୂରଣ

ଭୁବନେଶ୍ୱର : ଦୁଷ୍କର୍ମର ଶିକାର ହୋଇଥିବା ସାଲେପୁର ନାବାଳିକାଙ୍କ ଆଜି ମୃତ୍ୟୁ ଘଟିଛି । ଏସସିବି ମେଡିକାଲରେ କିଛଦିନ ଧରି ଚିକିତ୍ସିତ ହେଉଥିବା ନାବାଳିକାଙ୍କ ମୃତ୍ୟୁ ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି । ନାବାଳିକାର ମୃତ୍ୟୁକୁ ନେଇ ତୀବ୍ର ଅସନ୍ତୋଷ ବ୍ୟାପିଛି । ଅଭିଯୁକ୍ତକୁ ପୁଲିସ୍ ଗିରଫ କରିଥିବାବେଳେ ଏବେ ତାଙ୍କ ବିରୁଦ୍ଧରେ ହତ୍ୟା ମାମଲା ରୁଜୁ ହେବ ବୋଲି ସୂଚନା ଦେଇଛି । ନାବାଳିକା ଦୁଷ୍କର୍ମ ପୀଡ଼ିତା ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପୀଡ଼ିତାଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ତାଙ୍କର ନିକଟ ସମ୍ପର୍କୀୟଙ୍କୁ ୫ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top