Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ବାଣିଜ୍ୟ

ନଭେମ୍ବରରୁ ୩୧୦୦ ଟଙ୍କାରେ କିଣା ହେବ ଧାନ

ନଭେମ୍ବରରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ବିଜେପି ମୁଖପାତ୍ର ସମୀର ରଞ୍ଜନ ଦାସ ଧାନ କିଣା ସଂପର୍କରେ ସୂଚନା ଦେଇ କହିଛନ୍ତି ବରଗଡ ସୋହେଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କ ଠାରୁ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାରେ କିଣାଯିବ । ଏମଏସପି ଠାରୁ ଅଧିକ ୮୦୦ ଟଙ୍କା ଦେଇ କିଣାଯିବ ।

ସେହିପରି ସମବାୟ ସମିତି ଗୁଡିକରେ ଧାନ ବିକ୍ରି ଲାଗି ଛୋଟ ଚାଷୀ ଓ ନାମ ମାତ୍ର ଚାଷୀଙ୍କ ପଞ୍ଜିକରଣ ଉପରେ ସରକାର ଗୁରୁତ୍ଵ ଦେଇଛନ୍ତି । ଏହାଦ୍ୱାରା ଚାଷୀଙ୍କ ଅର୍ଥନୈତିକ ବିକାଶ ହେବ ।ବିଜେପି ମୁଖପାତ୍ର ସମୀର ଦାସ ଆଉ ମଧ୍ୟ କହିଛନ୍ତି ସୋହେଲାରେ ପୂର୍ବ ସରକାର ଚାଷୀଙ୍କୁ ୧୦୦ ଟଙ୍କା ଲେଖାଏଁ ବୋନସ ଦେବାକୁ ଘୋଷଣା କରିଥିଲେ । ମାତ୍ର ତାହା କାର୍ଯ୍ୟକାରୀ କରିନଥିଲେ । ବିଜେପି ସରକାର ନିଜର ପ୍ରତିଶ୍ରୁତି ମୁତାବକ ଚାଷୀଙ୍କଠାରୁ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ ସଂଗ୍ରହ କରିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top