Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୁଣି ଗିରଫ ହେଲେ ଆପ୍ ବିଧାୟକ ଅମାନତୁଲ୍ଲା ଖାନ

ଦିଲ୍ଲୀ ୱାକଫ୍ ଚାକିରି ଅନିୟମିତତା ମାମଲାରେ ଗିରଫ । ଦୀର୍ଘ ଘଣ୍ଟାର ରେଡ୍ ପରେ ଅମାନତୁଲ୍ଲା ଗିରଫ ।ଦିଲ୍ଲୀ ବାସଭବନରେ ସକାଳୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ।ସୂଚନା ମୁତାବକ; ୨୦୧୮ରୁ ୨୦୨୨ ଭିତରେ ଦିଲ୍ଲୀ ୱାକ୍‌ଫ ବୋର୍ଡର ଅଧ୍ୟକ୍ଷ ଥିବା ବେଳେ ଅମାନୁତୁଲ୍ଲା ଖାନ୍ ବେଆଇନ୍ ନିଯୁକ୍ତି ମାଧ୍ୟମରେ ବିପୁଳ ଟଙ୍କା ସଂଗ୍ରହ କରିଥିଲେ । ଅମାନତୁଲ୍ଲାଙ୍କ ବିରୋଧରେ ଦିଲ୍ଲୀ ୱାକଫ ବୋର୍ଡର ଅଧ୍ୟକ୍ଷ ଭାବେ ୩୨ ଜଣଙ୍କୁ ଅବୈଧ ନିଯୁକ୍ତି ଦେବା ନେଇ ଅଭିଯୋଗ ରହିଥିଲା । ଏଥିସହିତ ବୋର୍ଡର ସମ୍ପତ୍ତିକୁ ଭଡ଼ାରେ ଦେବା ଓ ଧନର ଦୁରୂପଯୋଗ କରିବା ନେଇ ବିଧାୟକଙ୍କ ନାମରେ ମଧ୍ୟ ଅଭିଯୋଗ ଆସିଥିଲା ।ପ୍ରଥମେ ୨୦୨୦ ମସିହାରେ ଏସିବିରେ ଦିଲ୍ଲୀ ୱାକଫ ବୋର୍ଡରେ କନ୍ତ ଅବୈଧ ନିଯୁକ୍ତି ମାମଲା ରୁଜୁ ହୋଇଥିଲା । ଏହି ମାମଲାରେ ୨୦୨୨ ସେପ୍ଟେମ୍ବର ୧୬ ତାରିଖରେ ଭଷ୍ଟ୍ରାଚାର ନିରୋଧକ ଶାଖା ଏସିବି ତରଫରୁ ତାଙ୍କୁ ଗିରଫ କରିଥିବା ବେଳେ ସେହି ବର୍ଷ ସେପ୍ଟେମ୍ବର ୨୮ ରେ ତାଙ୍କୁ ଜାମିନ୍ ମଧ୍ୟ ମିଲିଯାଇଥିଲା । ଏହାପରେ ଦିଲ୍ଲୀ ୱାକଫ ବୋର୍ଡ ଘୋଟାଲାରେ ଇଡି ୨୦୨୪ ଏପ୍ରିଲ ୧୮ ରେ ତାଙ୍କୁ ପୁଣି ଗିରଫ କରିଥିଲା । କିନ୍ତୁ ୧୫,୦୦୦ ଟଙ୍କା ବ୍ୟକ୍ତିଗତ ବଣ୍ଡ୍ ଆଧାରରେ କୋର୍ଟ ତାଙ୍କୁ ଏପ୍ରିଲ ୨୮ ତାରିଖ ଦିନ ଜାମିନ ପ୍ରଦାନ କରିଥିଲା । ଏହାପରେ ଆଜି ପୁଣି ଇଡି ତାଙ୍କୁ ଗିରଫ କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top