Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୁରୀ ବାଣ ବିସ୍ପୋରଣ ଘଟଣା,ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଆଜି ପୁରୀ ବାଣ ବିସ୍ପୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ୍ ରିଲିଜ୍ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଏହାସହ ଏବେ ମଧ୍ୟ ବିଭିନ୍ନ ହସ୍ପିଟାଲରେ ୧୯ଜଣଙ୍କ ଚାଲିଛି ଚିକିତ୍ସା।

ସୂଚନା ଯୋଗ୍ୟ ଯେ, ମେ’ ୨୯ ତାରିଖରେ ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଲୋକେ ବାଣ ଫୁଟାଉଥିବା ବେଳେ ହଠାତ ବିସ୍ଫୋରଣ ଘଟିଥିଲା। ଏଥିରେ ୩୦ ଜଣ ଆହତ ହୋଇଥିଲେ। ସେଥିରୁ ଆଜିକୁ ମିଶାଇ ୧୧ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ସେମାନଙ୍କ ମଧ୍ୟରେ କିଛି ଶିଶୁ ଓ ନାବଳକ ମଧ୍ୟ ଅଛନ୍ତି। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସରକାର।

Click to comment

Leave a Reply

Your email address will not be published. Required fields are marked *

Most Popular

To Top