Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପୋଲାଣ୍ଡରେ ପହଁଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

ପୋଲାଣ୍ଡରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ପୋଲାଣ୍ଡ ରାଜଧାନୀ ଓ୍ବାର୍ସାରେ ପହଞ୍ଚିବା ପରେ ପୋଲାଣ୍ଡର ଉପବୈଦେଶିକ ମନ୍ତ୍ରୀ ତାଙ୍କୁ ସ୍ଵାଗତ କରିଥିଲେ। ବିଗତ ୪୫ ବର୍ଷ ମଧ୍ୟରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ପୋଲାଣ୍ଡ ଗସ୍ତ। ଏହି ଅବସରରେ ଦୁଇଦେଶ ମଧ୍ୟରେ ଦ୍ଵିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା ହେବ।

ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ସେଠାରେ ରହୁଥିବା ଭାରତୀୟ ଜନସମୁଦାୟଙ୍କ ପକ୍ଷରୁ ମଧ୍ୟ ସ୍ଵାଗତ କରାଯାଇଥିଲା।

ଏହା ପରେ ଆସନ୍ତାକାଲି ପୋଲାଣ୍ଡରୁ ଟ୍ରେନ୍‌ରେ ୟୁକ୍ରେନ ଯିବେ ପ୍ରଧାନମନ୍ତ୍ରୀ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top