Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପ୍ରକାଶ ପାଇଲା ୨୦୨୨ ବର୍ଷର ଓଏଏସ୍‌ ପରୀକ୍ଷା ଫଳ

୨୦୨୨ ବର୍ଷର ଓଡ଼ିଶା ଲୋକ ସେବା ଆୟୋଗ ଦ୍ୱାରା ପରିଚାଳିତ ଓଏଏସ୍‌ ଫଳାଫଳ ପ୍ରକାଶ ପାଇଛି । ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍‌ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେହିପରି ଦ୍ୱିତୀୟରେ ପ୍ରିଙ୍କିଲ ପରବୀନ ପରିଡ଼ା ରହିଥିବାବେଳେ ତୃତୀୟ ସ୍ଥାନରେ ଦୀପ୍ତି ରଞ୍ଜନ ପତି ରହିଛନ୍ତି ।

ପ୍ରକାଶିତ ଫଳାଫଳରେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି । ସେହିପରି ଚତୁର୍ଥ ସ୍ଥାନରେ ପ୍ରଜ୍ଞା ପାରଙ୍ଗମ, ପଞ୍ଚମରେ ଆଜାଦ କୁମାର ସାହୁ, ଷଷ୍ଠରେ ଦୀପମ ରାଉତ, ସପ୍ତମ ସ୍ଥାନରେ ଦେବବ୍ରତ ଗୌଡ଼, ଅଷ୍ଟମ ସ୍ଥାନରେ ଆଦିତ୍ୟ ଦୀପଙ୍କର ଷଡ଼ଙ୍ଗୀ, ନବମ ସ୍ଥାନରେ କପିଳ କୁମାର ମହାନ୍ତି ଓ ଦଶମ ସ୍ଥାନରେ ଅମ୍ରିତା ସାହୁ ରହିଛନ୍ତି ।ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ଓପିଏସି ଦ୍ୱାର ଦିଆଯାଇଥିବା ୱେବ ସାଇଡ୍ http://opsc.gov.in ରେ ନିଜର ଫଳାଫଳ ପାଇ ପାରିବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top