Latest
ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ ଏବଂ ଲୋକଙ୍କ ଆକାଂକ୍ଷା ପୂରଣ କରିବାରେ ଆପଣଙ୍କ ଦଳକୁ ଶୁଭେଚ୍ଛା। ଆମର ପ୍ରିୟ ଦେଶ ଶୀର୍ଷରେ ପହଞ୍ଚୁ।