Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି

ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ୩ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଞ୍ଜାମ, ମାଲକାନଗିରି ଓ କୋରାପୁଟରେ ସ୍କୁଲ ଛୁଟି ହୋଇଛି। ପ୍ରବଳ ବର୍ଷା ଯାଗୁଁ ୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସରକାରୀ, ଘରୋଇ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। କାଲି ଗଞ୍ଜାମ ଓ ମାଲକାନଗିରିରେ ସ୍କୁଲ ଛୁଟି ହୋଇଥିଲା।ଏଥିସହ ଅଙ୍ଗନବାଡି କେନ୍ଦ୍ରରେ ରନ୍ଧାଖାଦ୍ୟ ପରିବର୍ତ୍ତେ ଶୁଖିଲା ଖାଦ୍ୟ ଦିଆଯିବ। ଅଙ୍ଗନବାଡି କର୍ମୀଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀକାଳୀନ ପରିସ୍ଥିତି ଉପୁଜିଲେ ତୁରନ୍ତ ସୁପରଭାଇଜର, ସିଡିପିଓ ଓ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top