Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ

ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନିଦିନିଆ ଅନ୍ତରୀଣ ଜାମିନ ଦେଇଛନ୍ତି ଖୋର୍ଦ୍ଧା ଏଡିଜେ-୧ କୋର୍ଟ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ ଓ ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା। ଆସନ୍ତା ୯ରୁ ୧୧ ତାରିଖ ଯାଏଁ ଜାମିନରେ ରହିବେ ବିଧାୟକ ଶ୍ରୀ ଜଗଦେବ। ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା। ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top