Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪: ତୃତୀୟ ପଦକ ହାସଲରୁ ଅଳ୍ପକେ ରହିଗଲା ଭାରତ

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର ମିଟର ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ଚତୁର୍ଥ ସ୍ଥାନରେ ରହିଲେ ଭାରତର ମନୁ ଭାକର । ଅଳ୍ପକେ ଭାରତ ହାତରୁ ଖସିଗଲା ଆଉ ଏକ ମେଡାଲ । ଭାରତକୁ ପ୍ୟାରିସ୍ ଅଲିମ୍ପିକ୍ସରେ ଏପର୍ଯ୍ୟନ୍ତ ଦୁଇ ଦୁଇଟି ମେଡାଲ ଦେଇଥିବା ଷ୍ଟାର ଶୁଟର ମନୁ ଭାକର ନିଜ ତୃତୀୟ ମେଡାଲରୁ ଅଳ୍ପ ଦୂରରେ ରହିଯାଇଛନ୍ତି । ଏହି ଇଭେଣ୍ଟରେ ଦକ୍ଷିଣ କୋରିଆର ଜିନ ୟାଙ୍ଗ ସ୍ଵର୍ଣ୍ଣ ପଦକ ହାସଲ କରିଥିଲେ। ସେହିପରି ଫ୍ରାନ୍ସର କ୍ୟାମିଲି ଜେଡର ଜ୍ଵିସ୍କି ରୌପ୍ୟ ଏବଂ ହଙ୍ଗେରୀର ଭେରୋନିକା ମେଜର ବ୍ରୋଞ୍ଜ ପଦକ ହାସଲ କରିଥିଲେ।

ପୂର୍ବରୁ ସୁଟିଂରେ ୨ଟି ବ୍ରୋଞ୍ଜ ପଦକ ଜିତି ଗୋଟିଏ ଅଲିମ୍ପିକ୍ସରେ ୨ଟି ପଦକ ଜିତିବାରେ ପ୍ରଥମ ଭାରତୀୟ ହୋଇଛନ୍ତି ମନୁ ଭାକର ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top