Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଫୋନରେ କଥା ହୋଇ ଦେଇଦେଲେ କରୋନା ଟୀକାର ଡବଲ ଡୋଜ୍‌

କାନପୁର: ଦାୟିତ୍ୱହୀନ ହୋଇପଡିଲେ ଏଏନ୍‌ଏମ୍‌। ବେପରୁଆ ଭାବେ ଫୋନ୍‌ରେ କଥା ହୋଇ ଜଣଙ୍କୁ ହିଁ ଏକାଥରକେ କରୋନା ଟିକାର ଡବଲ୍ ଡୋଜ୍ ଦେଇଦେଲେ ନର୍ସ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରେଦଶରୁ। ଏହି ଘଟଣା ସାମ୍ନାକୁ ଆସିବା ପରେ ସମସ୍ତେ ଚକିତ ହୋଇପଡିଛନ୍ତି।

ସୂଚନା ମୁତାବକ, ଉତ୍ତରପ୍ରଦେଶର ଦେହାତ ମଣ୍ଡୋଲିରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଟିକା କରଣ ଚାଲିଥିଲା । ସେଠାରେ କମଲେସ୍ ଦେବୀ ନାମକ ଜଣେ ମହିଳା ଟିକା ନେବାକୁ ଆସିଥିଲେ । ତେବେ ଉକ୍ତ ସ୍ୱାସ୍ଥ୍ୟକେନ୍ଦ୍ରରେ ଫୋନରେ ବ୍ୟସ୍ତ ଥିବା ଜଣେ ଏଏନଏମ କମଲେସ ଦେବୀଙ୍କୁ ଗୋଟିଏ ଥର ଟିକା ଦେବା ବଦଳରେ ଦୁଇଥର କରୋନା ଟିକା ଦେଇଦେଇଥିଲେ । ଏହି ଖବର ପ୍ରଚାରିତ ହେବା ପରେ ମହିଳାଙ୍କ ପରିବାର ଲୋକେ ମେଡିକାଲ ଭିତରେ ହୋ ହାଲ୍ଲା କରିଥିଲେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top