Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ , ୨୫ ରୁ ରାଜ୍ୟରେ ବର୍ଷା

ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହେଲା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଏହା ୨୪ ତାରିଖ ସକାଳେ ଅବପାତର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର।

ଏହାର ପ୍ରଭାବରେ ୨୨ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ ବହିବ। ୨୩ ତାରିଖ ବେଳକୁ କେନ୍ଦ୍ରୀୟ ଓ ସଂଲଗ୍ନ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବ। ତେବେ ୨୪ ତାରିଖ ସକାଳ ବେଳକୁ ଅବପାତ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିଲା ବେଳକୁ ପବନର ବେଗ ୭୦ କିମିରେ ପହଞ୍ଚିଥିବ। ଏଥିସହ ସମ୍ଭାବ୍ୟ ଅବପାତ ପ୍ରଭାବରେ ରାଜ୍ୟରେ ପବନ କିମ୍ବା ପ୍ରବଳ ବର୍ଷା ହେବ ନାହିଁ। ୨୫ ତାରିଖ ଓ ୨୬ ତାରିଖରେ ବାଲେଶ୍ବରରେ ମଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ ଭଦ୍ରକ ଓ କେନ୍ଦ୍ରାପଡାରେ ସ୍ବଳ୍ପ ବର୍ଷା ହୋଇପାରେ।

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅସ୍ତରଙ୍ଗ ଅଞ୍ଚଳର ମତ୍ସ୍ୟଜୀବୀମାନେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେମାନଙ୍କ ଘର ସଜାଡ଼ିବା ସହ ଡଙ୍ଗା ସବୁକୁ ଉପରକୁ ଉଠାଇଛନ୍ତି।ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର।

Click to comment

Leave a Reply

Your email address will not be published. Required fields are marked *

Most Popular

To Top