Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ରଙ୍କ ପରଲୋକ

ଆରପାରିରେ ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ର (୬୯) । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । କିଛିଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ନିମୋନିଆ ହେବା ଯୋଗୁଁ ଫୁସଫୁସ ଆକ୍ରାନ୍ତ ହୋଇଥିଲା। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗର ମୁଖ୍ୟ ମଧ୍ୟ ଥିଲେ। ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅନେକ ଅବଦାନ ରହିଛି । ତେଣୁ ତାଙ୍କ ମୃତ୍ୟୁ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top