ବାତ୍ୟା ‘ଦାନା’ ପାଇଁ ବନ୍ଦରରେ ୪ନଂ ବିପଦ ସଂକେତ । ପାରାଦୀପ, ଧାମରା ଓ ପୁରୀ ବନ୍ଦରକୁ ୪ନଂ ବିପଦ ସଂକେତ। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା।
ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ବର୍ଷିବ। ୨୫ରେ ମଧ୍ୟ ବର୍ଷାର ପ୍ରଭାବ ରହିବ, ୨୬ରୁ କମିବ। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା।


