Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ବାତ୍ୟା ବେଳେ କାର୍ଯ୍ୟରେ ଅବହେଳା, ନିଲମ୍ବିତ ହେଲେ ୩ ଆରଆଇ ଓ ଜଣେ ଆରଆଇ

ବାତ୍ୟା ‘ଦାନା’ ପାଇଁ ରାଜ୍ୟର କିଛି ଅଞ୍ଚଳରେ ଲୋକମାନେ ଭୟଭୀତ ଥିବାବେଳେ ରାଜ୍ୟବାସୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିଲେ କିନ୍ତୁ ବାତ୍ୟା ସମୟରେ ଲୋକଙ୍କ ସହ କିଛି ସରକାରୀ କର୍ମରୀଙ୍କ ଦୁର୍ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ।ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ପାଇଁ ସରକାର ନିର୍ଦ୍ଦେଶ ଦେଇଥିବା ନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ। ସେ କହିଛନ୍ତି ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା। ତେଣୁ ନିଜ କର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର

Click to comment

Leave a Reply

Your email address will not be published. Required fields are marked *

Most Popular

To Top