Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ବାଦ୍ ପଡିଲେ ମନ୍ତ୍ରୀ ଶଶିଭୂଷଣ ଓ ଦେବାଶିଷ ନାୟକ

ଭୁବନେଶ୍ୱର(ଓଡ଼ିଶା ୱେୟାର) : ବିଜେଡି ଆଜି ଆଉ କିଛି ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି । କଟକ ଲୋକସଭା ଓ ୧୦ ବିଧାନସଭା ଆସନରେ ପ୍ରାର୍ଥୀଙ୍କ ନାଁ ପ୍ରକାଶ କରିଛି । ଏଥିରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ଉପରେ ଦଳ ର୍ପୁଣି ଆସ୍ଥା ପ୍ରକଟ କରିଛି । କିନ୍ତୁ ମୁଖ୍ୟମନ୍ତ୍ରୀ ତାଙ୍କ କ୍ୟାବିନେଟ ସହଯୋଗୀ ଅର୍ଥ, କୃଷି ଓ ଅବକାରୀ ମନ୍ତ୍ରୀ ଶଶିଭୂଷଣ ବେହେରାଙ୍କୁ ଏଥର ନିର୍ବାଚନ ଲଢିବାରୁ ଦୂରେଇ ରଖା ଯାଇଚି । ତାଙ୍କ ଜୟଦେବ ନିର୍ବାଚନ ମଣ୍ଡଳୀରେ ପୂର୍ବତନ ମନ୍ତ୍ରୀ ଅରବିନ୍ଦ ଢାଲୀଙ୍କୁ ନବୀନ ପୁଣି ବିଶ୍ୱାସକୁ ନେଇ ପ୍ରାର୍ଥୀ କରିଛନ୍ତି । ବରିଷ୍ଠ ବିଧାୟକ ଦେବାଶିଷ ନାୟକଙ୍କୁ ଏଥର ବାଦ ଦିଆଯାଇଛି । ତାଙ୍କ ବରୀ ନିର୍ବାଚନ ମଣ୍ଡଳୀରେ ଜଣେ ମହିଳାଙ୍କୁ ପ୍ରାର୍ଥୀ କରାଯାଇଛି । ଖୋର୍ଦ୍ଧା ବିଧାୟକ ରାଜେନ୍ଦ୍ର ସାହୁଙ୍କୁ ବେଗୁନିଆ ପଠାଯାଇଛି ଓ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଚିଲିକା ପଠାଯାଇଚି । ମୋରଡାରେ ଦଳର ବିଧାୟକ ପ୍ରବୀଣ ଭଞ୍ଜଦେବଙ୍କ ସ୍ଥାନରେ ନୂଆ ପ୍ରାର୍ଥୀ ଦିଆଯାଇଛି । ଆଉ ଦୁଇଟି ଲୋକସଭା ଆସନରେ ପ୍ରାର୍ଥୀ ତାଲିକା ବାକି ରହିଛି ।
ଚିଲିକା- ପ୍ରଶାନ୍ତ ଜଗଦ୍ଦେବ
ଜୟଦେବ- ଅରବିନ୍ଦ ଢାଲି
ବେଗୁନିଆ- ରାଜେନ୍ଦ୍ର ସାହୁ
ଖୋର୍ଦ୍ଧା- ଜ୍ୟୋତିରେନ୍ଦ୍ର ନାଥ ମିତ୍ର
ରାଇରଙ୍ଗପୁର-ବାସନ୍ତି ମରାଣ୍ଡି
ଦେବଗଡ- ରୋମାଞ୍ଚ ରଞ୍ଜନ ବିଶ୍ୱାଳ
ମୋରଡା- ରାଜକିଶୋର ଦାଶ
ବରି- ସୁନନ୍ଦା ଦାସ
ବସ୍ତା- ନିତ୍ୟାନନ୍ଦ ସାହୁ

Click to comment

Leave a Reply

Your email address will not be published. Required fields are marked *

Most Popular

To Top